୧ ମ ଜଅନ୍ 2:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ତେବେ କେ ମିଚ୍ କଇଲାଇନି ? ଜିସୁକେ ମସିଅ ନଏଁ ବଲି ଜେ କଇଲାନି, ସେ ଆକା ସବୁର୍ଟାନେଅନି ବଡ୍ ମିଚୁଆ । ସେନ୍ତାରି ଲକ୍ମନ୍ କିରିସ୍ଟର୍ ବିରଦି ଲକ୍ମନ୍ । ସେମନ୍ ଉଜେ ବାବା ପର୍ମେସର୍କେ ଆରି ତାର୍ ପଅ ଜିସୁ କିରିସ୍ଟକେ ନାମତ୍ନାଇ । အခန်းကိုကြည့်ပါ။ |
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।