୧ ମ ଜଅନ୍ 2:24 - ସତିଅର୍ ବାଟ୍ ନୁଆ ନିୟମ୍ 202024 ତମେ କିରିସ୍ଟର୍ ସଙ୍ଗ୍ ଜିବାକେ ଆରାମ୍ ଅଇଲାତେଇଅନି ଜନ୍ କବର୍ ସୁନିଆଚାସ୍, ସେଟା ସବୁବେଲେ ମନେ ପାକାଆ । ଜଦି ସେ କବର୍ ତମର୍ ମନେ ରଇସି, ସେନ୍ତାର୍ଆଲେ ତମେ ବାବା ପର୍ମେସର୍ ସଙ୍ଗ୍ ଆରି ତାର୍ ପଅର୍ ସଙ୍ଗ୍ ମିସିକରି ରଇସା । အခန်းကိုကြည့်ပါ။ |