୧ ମ ଜଅନ୍ 2:26 - ସତିଅର୍ ବାଟ୍ ନୁଆ ନିୟମ୍ 202026 ଜନ୍ ଲକ୍ମନ୍ ତମ୍କେ ସୁବ୍କବର୍ ଜାନାଇଲୁନି ବଲି ବୁଲ୍ ସିକିଆ ଦେଇ ତମ୍କେ ନାଡାଇବାକେ ଚେସ୍ଟା କଲାଇନି, ସେମନର୍ ବିସଇ ଜାନାଇବାକେ ଏ ସବୁ ବିସଇ ମୁଇ ତମ୍କେ ଲେକ୍ଲିନି । အခန်းကိုကြည့်ပါ။ |
ନିଜ୍କେ ନିଚ୍କରି ସେମନ୍ ଉପାସନା କଲାପାରା ଦୁତ୍ମନ୍କେ ଉପାସନା କର୍ବାକେ, କାକେମିସା ବାଦିଅ କର୍ବାକେ ଦିଆସ୍ନାଇ । ସେନ୍ତାର୍କଲେ ପର୍ମେସର୍ କାତାଦେଇରଇବା ପୁରୁସ୍କାର୍ ତମ୍କେ ନ ମିଲେ । ସେନ୍ତାରି ସିକାଇବା ଗଟେକ୍ଲକ୍, ପର୍ମେସର୍ଟାନେ ଅନି ଦର୍ସନ୍ ଦେକିଆଚି ବଲିକରି ଅଦିକାର୍ ସଙ୍ଗ୍ ସିକାଇଲାନି । ସେ ତାର୍ ଚାଲାକିସଙ୍ଗ୍ ନିଜେ ତିଆର୍କରିରଇବା ବିସଇର୍ ଲାଗି ବଡ୍ପନ୍ ଅଇସି, ମାତର୍ ସତଇସେ ସେନ୍ତାରି ବଡ୍ପନ୍ ଅଇବାକେ କାଇଟାମିସା ନାଇ ।
କେ ମିସା ନିଜର୍ ଚାଲାକିକରି ପର୍ମେସରର୍ ବିସଇ ତିଆର୍କରି ରଇବାଟା ସଙ୍ଗ୍ ତମ୍କେ ପାନ୍ଦେ ନ ଲାଗାଅତ୍, ସେଟାର୍ପାଇ ଜାଗ୍ରତ୍ ଅଇରୁଆ । ସେମନ୍ ସିକାଇବାଟା କାଇ ଲଡାକେ ନ ଆସେ ଆରି ସେଟା ସତ୍ ବିସଇ ନଏଁ । ସେଟା ବିନ୍ ଲକର୍ଟାନେଅନି ସୁନି ସୁନି ଆଇବାଟା ଆରି ସେଟା ଏ ଜଗତ୍ ବିତ୍ରେ ରଇବା ନିୟମ୍ । ମାତର୍ କିରିସ୍ଟର୍ ବିସଇଟାନେ ରଇବା, ସତ୍ ସିକିଆ ନଏଁ ।