୧ ମ ଜଅନ୍ 2:29 - ସତିଅର୍ ବାଟ୍ ନୁଆ ନିୟମ୍ 202029 ଆମେ ଜାନିଆଚୁ, କିରିସ୍ଟ ଅନିଆଇ କାମ୍ ନ କରେ । ଏଟାମିସା ଜାନିଆଚୁ, ଜନ୍ଲକ୍ମନ୍ ସତ୍ କାମ୍ କର୍ବାଇ, ସେମନ୍ ପର୍ମେସରର୍ ପିଲାଟକି । အခန်းကိုကြည့်ပါ။ |
ତାର୍ ମଇମା ଆରି ଦରମର୍ ଲାଗି ସେ ଆମ୍କେ ବେସି ବଡ୍ ଆରି ବେସି ମୁଲିଅ ରଇବା ଦାନ୍ ଦେଲାଆଚେ । କିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନ୍ ଜେନ୍ତିକି କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେନ୍ତାରି ମନ୍କର୍ବା ଟାନେଅନି ମୁକ୍ଲାଇବାକେ ସେ ଆମ୍କେ ଏନ୍ତାରି କଲାଆଚେ । ଏ ସବୁ ବିସଇ ତାକର୍ ମନ୍କେ ନସାଇସି । ମାତର୍ ତମେ ପର୍ମେସରର୍ ପାରା ଦରମ୍ ଅଇପାର୍ସା ।