୧ ମ ଜଅନ୍ 2:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଏ ମର୍ ଆଲାଦର୍ ମଇତର୍ମନ୍, ମୁଇଁ ତମର୍ ଲଗେ କାଇମିସା ନୁଆ ଆଦେସ୍ ଲେକିନାଇ । ତମେ ଜିସୁର୍ ସଙ୍ଗ୍ ଜିବାକେ ଆରାମ୍ କଲାବେଲେଅନି, ଏ ସମାନ୍ ଆଦେସ୍ ତମେ ଜାନିଆଚାସ୍ । ସେ ପୁର୍ନା ଆଦେସ୍ ସୁନି ସାରାଇଆଚାସ୍ । အခန်းကိုကြည့်ပါ။ |
ଏ ଆଲାଦର୍ ବାଇବଇନିମନ୍, ଜଦି କେ ମିସା ପର୍ମେସରର୍ ଆତ୍ମା ମର୍ଟାନେ ଆଚେ, ବଲି କଇବା ଲକ୍ମନର୍ କାତା ବିସ୍ବାସ୍ କର୍ବାର୍ ନାଇ । ମାତର୍ ସେନ୍ତାରି ଲକର୍ଟାନେ ସତଇସେ ପର୍ମେସରର୍ ଆତ୍ମା ଆଚେ କି ନାଇ ଜାନ୍ବାକେ ମନ୍ଦିଆନ୍ ଦେଇ ସେ କଇବା କାତା ପରିକା କର୍ବାର୍ ଆଚେ । କାଇକେବଇଲେ ମିଚ୍ କାତା ସିକାଉମନ୍ ବେସି ଲକ୍ ବାରଇଆଚତ୍ । ପର୍ମେସରର୍ ଟାନେଅନି ମିଲାଇଲା କବର୍ ବଲି ସବୁବାଟେ ଗାଲାଇ ଆଚତ୍ ।