୧ ମ ଜଅନ୍ 3:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 କେ କେ ସଇତାନର୍ ପିଲାମନ୍ ଆରି କେ କେ ପର୍ମେସରର୍ ପିଲାମନ୍ ବଲି ଆମେ ଜାନୁ । ଜନ୍ ଲକ୍ମନ୍ ପର୍ମେସର୍ ଦେକ୍ବା ଇସାବେ ସତ୍ କାମ୍ ନ କରତ୍ । ଜନ୍ ଲକ୍ମନ୍ ମିସିବିଡିକରି ରଇବା ବିସ୍ବାସି ବାଇବଇନିମନ୍କେ ଆଲାଦ୍ ନ କରତ୍, ସେମନ୍ ତାର୍ ପିଲାଜିଲା ନ ଅଅତ୍ । အခန်းကိုကြည့်ပါ။ |
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।