୧ ମ ଜଅନ୍ 3:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ଆମେ କୟିନର୍ପାରା ଅଇବାର୍ ନାଇ । ସେ ଗଟେକ୍ ସଇତାନର୍ ଲକ୍ ରଇଲା । ଜେକି ଜେତ୍କି କାରାପ୍ କାମ୍ କରାଇସି । ସେ ତାର୍ ସାନ୍ବାଇକେ ମିସା ମରାଇଲା । ସେ କାଇକେ ସେନ୍ତାରି କଲା ? କାଇକେବଇଲେ, ତାର୍ ନିଜର୍ ଜେତ୍କି କାମ୍ କାରାପ୍ ରଇଲା, ତାର୍ ବାଇ ଏବଲର୍ କାମ୍ମନ୍ ସେତ୍କି ଦରମ୍ ରଇଲା । အခန်းကိုကြည့်ပါ။ |
ଏବଲର୍ ବିସଇ ବାବି ଦେକୁ । ତାର୍ ବିସ୍ବାସର୍ ଲାଗି ସେ ଜନ୍ଟା ପର୍ମେସର୍କେ ସର୍ପି ଦେଇରଇଲା, ତାର୍ ବାଇ କଇନ୍ ଦେଲାଟାନେଅନି ନିକରଇଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ବଲି ଏଜାଇଲା । ସେ ସର୍ପିଦେଲାଟା ପର୍ମେସର୍ ମାନ୍ଲାକେ ଆମେ ଏଟା ଜାନ୍ଲୁନି । ତେବର୍ପାଇ ଏବଲ୍ ମରିଗାଲେମିସା ତାର୍ ବିସ୍ବାସର୍ ଲାଗି, ସେ ଆମ୍କେ କାଇକାଇଟା କଇଲାନି ।