୧ ମ ଜଅନ୍ 3:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 କେ ଜଦି ବିନ୍ ବିସ୍ବାସି ବାଇବଇନିମନ୍କେ ଗିନ୍ କର୍ସି, ନର୍ମାର୍ବା ଲକର୍ ସମାନ୍ । ଗଟେକ୍ ନର୍ମାରୁ ଲଗେ ପର୍ମେସରର୍ ନ ସାର୍ବା ଜିବନ୍ ନ ରଏ । ଏଟା ତମେ ଜାନିଆଚାସ୍ । အခန်းကိုကြည့်ပါ။ |
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।