୧ ମ ଜଅନ୍ 3:24 - ସତିଅର୍ ବାଟ୍ ନୁଆ ନିୟମ୍ 202024 ଜେତ୍କି ଲକ୍ ତାର୍ ଆଦେସ୍ ମାନ୍ବାଇ, ସେମନ୍ ସବୁ ପର୍ମେସରର୍ ସଙ୍ଗ୍ ମିସ୍ଲାଇ ଆଚତ୍ । ଆରି ସେ ମିସା ସେନ୍ତାରିସେ । ସେ ଆମର୍ ବତିରେ ଆଚେ ବଲି ଏନ୍ତାରି ଆମେ ଜାନ୍ଲୁନି । ଜନ୍ ସୁକଲ୍ଆତ୍ମା ପର୍ମେସର୍ ଆମର୍ ବିତ୍ରେ ରଇବାକେ ଦେଲାର୍ପାଇ । အခန်းကိုကြည့်ပါ။ |
ପର୍ମେସରର୍ ମନ୍ଦିରେ ପୁତ୍ଲା ପୁଜା କର୍ବାର୍ ନ ଅଏ । ଆମେ ପର୍ମେସରର୍ ମନ୍ଦିର୍ ପାରା । କାଇକେବଇଲେ ଜିବନ୍ ରଇବା ପର୍ମେସର୍ ଆମର୍ ବିତ୍ରେ ବାସା ଅଇଆଚେ । ସେ ନିଜେ କଇଲାଆଚେ “ ଜନ୍ ଲକ୍ମନ୍ ମର୍ ଲକ୍, ମୁଇ ସେମନର୍ ସଙ୍ଗ୍ ରଇବି । ତାକର୍ ବିତ୍ରେ ଚାଲାବୁଲା କର୍ବି । ମୁଇ ସେମନର୍ ପର୍ମେସର୍ ଅଇବି । ଆରି ସେମନ୍ ମର୍ ଲକ୍ ଅଇବାଇ ।”