୧ ମ ଜଅନ୍ 3:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ଜେତ୍କି ଲକ୍ କିରିସ୍ଟର୍ ପାରା ଅଇବୁ ବଲି ଆସା କଲାସ୍ନି, ନିଜେ ପାପ୍ କାମ୍ ଚାଡି ସୁକଲ୍ ରଇବାର୍ ଆଚେ । ଜେନ୍ତାରିକି କିରିସ୍ଟ କେବେ ପାପ୍ ନ କରେ । အခန်းကိုကြည့်ပါ။ |
ତାର୍ ମଇମା ଆରି ଦରମର୍ ଲାଗି ସେ ଆମ୍କେ ବେସି ବଡ୍ ଆରି ବେସି ମୁଲିଅ ରଇବା ଦାନ୍ ଦେଲାଆଚେ । କିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନ୍ ଜେନ୍ତିକି କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେନ୍ତାରି ମନ୍କର୍ବା ଟାନେଅନି ମୁକ୍ଲାଇବାକେ ସେ ଆମ୍କେ ଏନ୍ତାରି କଲାଆଚେ । ଏ ସବୁ ବିସଇ ତାକର୍ ମନ୍କେ ନସାଇସି । ମାତର୍ ତମେ ପର୍ମେସରର୍ ପାରା ଦରମ୍ ଅଇପାର୍ସା ।