6 ତେବେ ଜଦି ଗଟେକ୍ ଲକ୍ କିରିସ୍ଟର୍ ସଙ୍ଗ୍ ମିସିରଇଲେ, ସେ ଆରି ପାପ୍ କର୍ବାର୍ ନାଇ । ମାତର୍ ଗଟେକ୍ ଲକ୍ ଜଦି ପାପ୍ କରିଲାଗିରଇସି, ସେ କିରିସ୍ଟକେ ଦେକେନାଇ କି ନାଜାନେ ମିସା ।
ତେବେ ଆମେ ଜେତ୍କି ଲକ୍ ସବୁ ମାପ୍ରୁକେ ବିସ୍ବାସ୍ କରିଆଚୁ, ଆମର୍ ମୁଁ ଡାବି ଅଏନାଇ । ପର୍ମେସରର୍ ବପୁ ଆରି ମଇମା ଦେକାଇଅଇବା ଗଟେକ୍ ଦର୍ପନ୍ ପାରା ଆମେ ଆଚୁ । ଆମେ ତାର୍ପାରା ଅଇବା ଜାକ ଦିରେ ଦିରେ ବାଦ୍ଲାଇ ଅଇ ଆଇଲୁନି । ପର୍ମେସରର୍ ଆତ୍ମାସେ ଆମ୍କେ ବାଦ୍ଲାଇଲାନି ।
ପର୍ମେସର୍ ଜେ କି କଇଲା “ଉଜଲ୍ ଆନ୍ଦାରେ ଅନି ଉଜଲ୍ ଦେଇସି ।” ସେ ସମାନ୍ ପର୍ମେସର୍ କିରିସଟର୍ ମୁଏ ଅନି ତାର୍ ଉଜଲ୍ ଆମର୍ ବିତ୍ରେ ଉଜଲ୍ କରାଇଲା । ଜେନ୍ତାରି କି କିରିସ୍ଟ ତେଇ ରଇବା ପର୍ମେସରର୍ ମଇମା, ଆମେ ବୁଜି ପାର୍ବୁ ।
ଏ ଆଲାଦର୍ ପିଲାଟକିମନ୍, ମୁଇ ତମ୍କେ ଆରିତରେକ୍ କଇଲିନି କିରିସ୍ଟର୍ ସଙ୍ଗ୍ ମିସିକରି ରୁଆ । ଜେନ୍ତାରି କି ସେ ଆରିତରେକ୍ ଏ ଜଗତେ ବାଉଡିଆଇଲାବେଲେ ତାକେ ବେଟ୍ ଅଇବାକେ ତାକେ ନ ଡରୁ କି ଲାଜ୍ ମିସା ନ ଉଆସ୍ ।
ଆମେ ତାକେ ଜାନ୍ବା ଲକ୍ ଅଇଲୁଆଚୁ । ଜଦି ଆମେ ତାର୍ ତିଆର୍ଲାଟା ମାନ୍ଲୁନି, ଏଟା ଡାଁଟ୍ସଙ୍ଗ୍ ଜାନ୍ଲୁନି ।
କେ ଜଦି ମୁଇ ପର୍ମେସର୍କେ ଜାନିଆଚିବଲି କଇକରି, ତାର୍ ତିଆର୍ଲାଟା ନ ମାନେ, ସେ ମିଚ୍ କଇଲାନି ଆରି ସେ ସତ୍ ବିସଇମନ୍ ନାଜାନେ ।
ଏ ମର୍ ଆଲାଦର୍ ମଇତର୍ମନ୍, ଏବେ ଆମେ ପର୍ମେସରର୍ ପିଲାଜିଲା ଅଇଆଚୁ । ପଚ୍କେ ଆମେ କେନ୍ତାର୍ ଅଇରଇବୁ ବଲି ଏବେଜାକ ନାଜାନୁ । ମାତର୍ ଜେଡେବେଲେ କିରିସ୍ଟ ଏଜଗତେ ବାଉଡି ଆଇସି, ସେବେଲେ ସେ ଜେନ୍ତାରି ଆଚେ, ସେନ୍ତାରି ତାକେ ଆମେ ଦେକ୍ବୁ । ଆମେ ମିସା ତାର୍ପାରା ଅଇଜିବୁ । ଏଟା ସତ୍ ।
ପର୍ମେସରର୍ ପିଲା ଅଇରଇବା କେ ମିସା ପାପ୍କରିଲାଗି ରଇବାର୍ ନାଇ । କାଇକେବଇଲେ ପର୍ମେସରର୍ ଗୁନ୍ଚଲନ୍ ତାକର୍ ବିତ୍ରେ ଆଚେ । ସେମନ୍ ପର୍ମେସରର୍ ପିଲାଜିଲା ଅଇଲାଇକେ, ପାପ୍କରିଲାଗି ନ ରଅତ୍ ।
ଜେ ବିନ୍ ଲକ୍ମନ୍କେ ଆଲାଦ୍ ନ କରେ, ସେ ପର୍ମେସର୍କେ ନାଜାନେ । କାଇକେବଇଲେ ପର୍ମେସର୍ ସବୁବେଲେ ଆଲାଦ୍କାରିଆ ।
ଆମେ ଜାନିଆଚୁ, ଜେ ପର୍ମେସରର୍ ପିଲା ଅଇଗାଲା ଆଚେ, ସେ ପାପ୍କାମ୍ କରିଲାଗି ନ ରଏ । କାଇକେବଇଲେ ପର୍ମେସରର୍ ପଅ ତାକେ ଦେକାରକା କର୍ସି । ଆରି ସଇତାନ୍ ଜେ କି ସବୁ ରକାମ୍ କାରାପ୍ କାମ୍ କରାଇସି, ତାକେ କାଇଟା କରିନଏଁ ।
ଆଲାଦର୍ ମଇତର୍, କାରାପ୍ କାମ୍ କରି ଚଲାଚଲ୍ତି କର୍ବା ଲକ୍ମନର୍ ପାରା ଉଆନାଇ । ତାର୍ ବାଦୁଲେ ନିକ କାମ୍ କର୍ବା ଲକ୍ମନର୍ପାରା ଉଆ । ଜଦି କେ କାରାପ୍ କାମ୍ କଲେ, ତାର୍ କାମେଅନି ସେ ପର୍ମେସର୍କେ ନାଜାନେ ବଲି ଡିସ୍ଲାନି ।