୧ ମ ଜଅନ୍ 3:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଏ ପିଲାଟକିମନ୍, ତମେ କାର୍ଟାନେଅନି ମିସା ନାଡାଇ ନ ଅଇବାକେ ଜାଗ୍ରତ୍ ଅଇରୁଆ । ପର୍ମେସର୍ ଦେକ୍ବା ଇସାବେ ଜନ୍ ଲକ୍ ଦରମ୍ କାମ୍ କର୍ବାଇ, ସେମନ୍କେସେ ଦରମ୍ ଲକ୍ ବଲି ଡାକ୍ସି । ସେନ୍ତାରି ଲକ୍ମନ୍ ପର୍ମେସର୍ ଦେକ୍ବା ଇସାବେ ଦରମ୍ । ଜେନ୍ତାରିକି କିରିସ୍ଟ ଦରମ୍ ରଇଲା । အခန်းကိုကြည့်ပါ။ |