୧ ମ ଜଅନ୍ 4:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ପର୍ମେସର୍ ଆମ୍କେ ଦେଇ ବିନ୍ ଲକ୍ମନ୍କେ ଆଲାଦ୍ କର୍ବା କାମ୍ କଲାଆଚେ । ଜେନ୍ତିକି ସେ ସବୁକେ ବିଚାର୍ନା କର୍ବା ଦିନେ ଆମେ ଡରିକରି ନ ରଉଁ । କିରିସ୍ଟ ଏ ଜଗତେ ରଇଲାବେଲେ, ଜେନ୍ତି ଚଲାଚଲ୍ତି କର୍ତେରଇଲା, ସେନ୍ତାରିସେ ଆମେମିସା ଚଲାଚଲ୍ତି କରୁ । ଆରି ଆମେ ଡରିକରି ନ ରଉଁ । အခန်းကိုကြည့်ပါ။ |