୧ ମ ଜଅନ୍ 4:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ଜେ ପର୍ମେସର୍କେ ଆଲାଦ୍ କର୍ସି, ସେ ତାକେ ନ ଡରେ । ତାର୍ ଆଲାଦ୍ ଆମର୍ ବିତ୍ରେ କାମ୍ କର୍ସି, ଆମେ ତାକେ ଡରିନଏଁ । ସେ ସେମନ୍କେ ଡଣ୍ଡ୍ ଦେଇସି ବଲି ଲକ୍ମନ୍ ତାକେ ଡର୍ଲାଇନି । ଜଦି କେ ମିସା ପର୍ମେସର୍କେ ଡର୍ସି, ତାର୍ ଆଲାଦ୍ ସେ ଲକର୍ଟାନେ କାମ୍ କରେନାଇ ବଲି ଜାନାପଡ୍ସି । အခန်းကိုကြည့်ပါ။ |