୧ ମ ଜଅନ୍ 4:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଗଟେକ୍ ଲକର୍ଟାନେ ପର୍ମେସରର୍ ଆତ୍ମା ଆଚେ କି ନାଇ ବଲି ଏନ୍ତାରି ତମେ ଜାନ୍ସା । ଜେ ଜିସୁକିରିସ୍ଟ ନର୍ରୁପ୍ ଦାରି ଏ ଜଗତେ ଆଇଲା ବଲି କଇଲେ, ତାର୍ଟାନେ ପର୍ମେସରର୍ ଆତ୍ମା ଆଚେ । အခန်းကိုကြည့်ပါ။ |
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”