12 ତାର୍ ପଅସଙ୍ଗ୍ ଜେ ମିସା ମିସିରଇବାଇ, ସେମନ୍ ଏ ନ ସାର୍ବା ଜିବନ୍ ପାଇବାଇ । ଆରି ଜେ ତାର୍ ପଅର୍ସଙ୍ଗ୍ ମିସେନାଇ ସେ ଏ ଜିବନ୍ ମିସା ପାଏନାଇ ।
ଜେ ଜେ ଏ ନିମାନ୍ କାତା ବିସ୍ବାସ୍ କରି ଡୁବନ୍ ନେବାଇ, ସେମନ୍ ପାପେଅନି ରକିଆ ପାଇବାଇ, ମାତର୍ ଜେ ଜେ ଏ ନିମାନ୍ କାତା ବିସ୍ବାସ୍ ନ କରତ୍, ପର୍ମେସର୍ ସେମନ୍କେ ଡଣ୍ଡ୍ ଦେଇସି ।
ମାତର୍ ଜେ ଜେ ତାକେ ନାମ୍ଲାଇ, ଆରି ତାକେ ବିସ୍ବାସ୍ କଲାଇ, ସେ ଲକ୍ମନ୍କେ ପର୍ମେସରର୍ ପିଲାଜିଲା ଅଇଜିବାକେ ସେ ଅଦିକାର୍ ଦେଲା ।
ତେବେ, ତାକେ ବିସ୍ବାସ୍ କର୍ବା ସବୁ ଲକ୍ମନ୍ ନ ସାର୍ବା ଜିବନ୍ ପାଇବାଇ ।
ଆରି କେ ପର୍ମେସରର୍ ପିଲାକେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ମାତର୍ ଜେ ପର୍ମେସରର୍ ପିଲାକେ ନାମେ ନାଇ, ସେ ନ ସାର୍ବା ଜିବନ୍ ନ ପାଏ । ଆରି ପର୍ମେସରର୍ ଡଣ୍ଡ୍ ପାଇବାକେ ସେ ରଇସି । ”
“ମୁଇ ତମ୍କେ ସତ୍ କଇଲିନି, ଜେ ମର୍ କାତା ସୁନି ମକେ ପାଟାଇଲା ପର୍ମେସର୍କେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ଆରି ସେ ବିଚାର୍ନା କରାଇ ନ ଅଏ । କାଇକେବଇଲେ ସେ ମରନ୍କେ ଜିତି କରି ଜିବନ୍ ପାଇଆଚେ ।
ମାତର୍ ପର୍ମେସର୍ ତମ୍କେ କିରିସ୍ଟ ଜିସୁର୍ ସଙ୍ଗ୍ ମିସାଇଆଚେ ଆରି ସେ କିରିସ୍ଟକେସେ ଆମର୍ପାଇ ଗିଆନ୍ ପାରା କରିଆଚେ । ତାର୍ଲାଗି ଆମେ ପର୍ମେସର୍ ସଙ୍ଗ୍ ସତ୍ ମିସାବିଡା ଅଇଲାଟା ଆରିତରେକ୍ ଜଡିଅଇଲାଆଚେ । ଆମେ ଦରମ୍ ଆରି ସୁକଲ୍ ଲକ୍ ଅଇ ପାପେ ଅନି ମୁକ୍ତି ପାଇଆଚୁ ।
ପର୍ମେସରର୍ ପାଇ ବଁଚ୍ବାକେ ମକେ କିରିସଟର୍ ସଙ୍ଗ୍ କୁର୍ସେ ମରାଇଆଚେ । ଏବେ ମୁଇ ଜିଇକରି ରଇନାଇ । ମାତର୍ କିରିସ୍ଟ ମର୍ଟାନେ ଜିଇକରି ଆଚେ । ଏବେ ମର୍ ଗାଗଡ୍ ବିସ୍ବାସର୍ ଲାଗି ଜିବନ୍ ଆଚେ । ଜନ୍ଟା କି ପର୍ମେସରର୍ ପଅ ଜିସୁ କିରିସ୍ଟ ମକେ ଆଲାଦ୍ କରି ମର୍ପାଇ ସେ ନିଜେ ସର୍ପି ଅଇଲା । ତାକେ ବିସ୍ବାସ୍ କରି ମୁଇ ଜିଇଲି ଆଚି ।
କାଇକେବଇଲେ ଆମେ ଜଦି ସାରାସାରି ଦିନ୍ ଜାକ ଆମର୍ ବିସ୍ବାସ୍ ଡାଁଟ୍ ସଙ୍ଗ୍ ଦାରିରଇବୁ, ସେନ୍ତାର୍ଆଲେ ଆମେ ସବୁଲକ୍ କିରିସ୍ଟର୍ ସଙ୍ଗ୍ ବାଗ୍ ନେଇ ମିସିକରି ରଇବୁ ।
ଜଦି କେ କିରିସ୍ଟ ସିକାଇଲା ବିସଇ ବିସ୍ବାସ୍ ନ କରେ, ଆରି ତାର୍ ସିକିଆର୍ ସଙ୍ଗ୍ ତାର୍ ନିଜର୍ଟା ମିସାଇଲେ, ସେ କିରିସ୍ଟର୍ ସଙ୍ଗ୍ ମିସେନାଇ । ମାତର୍ କେ ଜଦି କିରିସ୍ଟ ସିକାଇଲା ବିସଇ ବିସ୍ବାସ୍ କର୍ତେରଇସି, ସେ ବାବା ପର୍ମେସର୍ ସଙ୍ଗ୍ ଆରି ତାର୍ ପଅ ଜିସୁକିରିସ୍ଟ ସଙ୍ଗ୍ ମିସ୍ଲାଆଚେ ।