14 ପର୍ମେସର୍କେ ପାର୍ତନା କର୍ବାବେଲେ ଆମେ ଡରିକରି ରଉନାଇ । କାଇକେବଇଲେ ତାର୍ ମନ୍ କଲା ଇସାବେ ଆମେ କାଇଟା ମାଙ୍ଗ୍ଲେ ମିସା ସେ ଆମ୍କେ ଦେଇସି ।
ତମେ ବିସ୍ବାସ୍ କରି ପାର୍ତନାଇ ଜନ୍ଟା ମାଙ୍ଗ୍ସା, ସେଟା ମିଲ୍ସି ।”
ତମେ ଜେଡେବେଲେ ମିସା ମର୍ ପାର୍ତନା ସୁନ୍ସା, ଏଟା ମୁଇ ଜାନି, ମାତର୍ ଜନ୍ ଲକ୍ମନ୍ ଏ ଚାରିବେଡ୍ତି ଟିଆଅଇ ଆଚତ୍, ସେମନ୍ ଜେନ୍ତିକି ତମେଆକା ମକେ ପାଟାଇଆଚାସ୍ ବଲି ବିସ୍ବାସ୍ କର୍ବାଇ, ଏଟାର୍ ପାଇ ମୁଇ ଏନ୍ତିବଲି କଇଲି ।”
ତମେ ମର୍ ନାଉଁଦାରି ଜାଇଟା ମାଙ୍ଗ୍ସା ସେଟା ସବୁ ମୁଇ ତମ୍କେ ଦେବି । ଇତିଅନି ବାବାର୍ ଡାକ୍ପୁଟା ମର୍ତେଇ ଜାନାପଡ୍ସି ।
ଜଦି ତମେ ମର୍ସଙ୍ଗ୍ ମିସିକରି ରଇସା ଆରି ମର୍ ବାକିଅ ତମର୍ ମନେ ରଇସି, ତମେ ମନ୍କରି କାଇ ବିସଇ ମାଙ୍ଗ୍ସା ବଇଲେ ସେଟା ମିଲାଇସା ।
ତମେ ଏବେ ଜାକ ମର୍ ନାଉଁ ଦାରି କାଇଟା ମିସା ମାଙ୍ଗାସ୍ ନାଇତା । ଏବେ ମାଙ୍ଗା, ତେବେ ତମ୍କେ ମିଲ୍ସି । ଆରି ତମର୍ ସାର୍ଦା ପୁରାପୁରୁନ୍ ଅଇସି ।”
ପାପି ଲକ୍ମନର୍ ପାର୍ତନା ପର୍ମେସର୍ ନ ସୁନେ ବଲି ସବୁ ଲକ୍ମନ୍ ଜାନିଆଚତ୍ । ମାତର୍ ଜନ୍ ଲକ୍ ପର୍ମେସର୍କେ ଜୁଆର୍ କରି ସେ ମନ୍କଲା ଇସାବେ ଚଲାଚଲ୍ତି କଲାନି, ସେ ତାର୍ କାତା ସୁନ୍ସି ।
କିରିସ୍ଟର୍ ତେଇ ବିସ୍ବାସ୍ କଲାର୍ ପାଇ ଆରି ତାର୍ ସଙ୍ଗ୍ ମିସି ରଇଲାର୍ ପାଇ, ନ ଡର୍ତେ, ସାଆସ୍ ଅଇକରି, ପର୍ମେସରର୍ ମୁଆଟେ ଟିଆ ଅଇବୁ ।
ସେଟାର୍ପାଇ ତମର୍ ସାଆସ୍ ଚାଡାନାଇ । ମାତର୍ ସେଟା କର୍ତେରୁଆ । କାଇକେ ବଇଲେ ତମର୍ ଇନାମ୍ ବଡ୍ ରଇସି ।
କାଇକେବଇଲେ ଆମେ ଜଦି ସାରାସାରି ଦିନ୍ ଜାକ ଆମର୍ ବିସ୍ବାସ୍ ଡାଁଟ୍ ସଙ୍ଗ୍ ଦାରିରଇବୁ, ସେନ୍ତାର୍ଆଲେ ଆମେ ସବୁଲକ୍ କିରିସ୍ଟର୍ ସଙ୍ଗ୍ ବାଗ୍ ନେଇ ମିସିକରି ରଇବୁ ।
ମାତର୍ କିରିସ୍ଟ ଅବ୍କା ଗତିଦାଙ୍ଗ୍ଡାସେ ନ ରଇ ଗଟେକ୍ ପଅ ରଇଲା । ତାର୍ ବାବାର୍ ଗରେ ରଇବା ସବୁ ଦାଇତ୍ ସେ ସତ୍ ବାବେ କଲା । ଆମେ ଜଦି ମୁର୍ଚିରଇକରି ଆସା କଲାଟା ମିଲାଇବୁ ବଲି ଜାଗିରଇଲେ, ତାର୍ କୁଟୁମେ ମିସ୍ବୁ ।
ତମେ ମାଙ୍ଗ୍ତେରଇସା, ମାତର୍ ସେ ତମ୍କେ ଦେଏ ନାଇ । କାଇକେବଇଲେ ସେଟା କାରାପ୍ କର୍ବାକେ ମାଙ୍ଗ୍ଲାସ୍ନି । ସୁକେ ରଇକରି ସାଇସାର୍ଦା ସଙ୍ଗ୍ ରଇବୁ ବଲି ମାଙ୍ଗ୍ଲାସ୍ନି ।
ଗଟେକ୍ ଦରମ୍ ଲକ୍ ପାର୍ତନା କଲାଟା ବେସି ବପୁ ରଇସି ଆରି ସେ ପାର୍ତନାର୍ ଉତର୍ ଦେକିଅଇସି ।
ଏ ଆଲାଦର୍ ପିଲାଟକିମନ୍, ମୁଇ ତମ୍କେ ଆରିତରେକ୍ କଇଲିନି କିରିସ୍ଟର୍ ସଙ୍ଗ୍ ମିସିକରି ରୁଆ । ଜେନ୍ତାରି କି ସେ ଆରିତରେକ୍ ଏ ଜଗତେ ବାଉଡିଆଇଲାବେଲେ ତାକେ ବେଟ୍ ଅଇବାକେ ତାକେ ନ ଡରୁ କି ଲାଜ୍ ମିସା ନ ଉଆସ୍ ।