୧ ମ ଜଅନ୍ 5:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ଆମେ ଜାନିଆଚୁ, ଜେ ପର୍ମେସରର୍ ପିଲା ଅଇଗାଲା ଆଚେ, ସେ ପାପ୍କାମ୍ କରିଲାଗି ନ ରଏ । କାଇକେବଇଲେ ପର୍ମେସରର୍ ପଅ ତାକେ ଦେକାରକା କର୍ସି । ଆରି ସଇତାନ୍ ଜେ କି ସବୁ ରକାମ୍ କାରାପ୍ କାମ୍ କରାଇସି, ତାକେ କାଇଟା କରିନଏଁ । အခန်းကိုကြည့်ပါ။ |