୧ ମ ଜଅନ୍ 5:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ଆମେ ଜାନିଆଚୁ, ଆମେ ପର୍ମେସରର୍ ପିଲାଜିଲା ଆରି ଜେ କି ତାକେ ନାଜାନେ, ସଇତାନ୍ ସେମନ୍କେ ସାସନ୍ କଲାନି । အခန်းကိုကြည့်ပါ။ |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।