୧ ମ ଜଅନ୍ 5:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ଆମେ ଏଟା ମିସା ଜାନିଆଚୁ ଜେ, ତାର୍ ପଅ ଏ ଜଗତେ ଆଇଲା ଆରି ଆମ୍କେ ସତ୍ ପର୍ମେସର୍କେ ଜାନାଇଲା । ଏ ସତ୍ ପର୍ମେସରର୍ ସଙ୍ଗ୍ ଆମେ ମିସିକରିଆଚୁ । କାଇକେବଇଲେ ତାର୍ ପଅ ଜିସୁକିରିସ୍ଟର୍ ସଙ୍ଗ୍ ଆମେ ମିସିଆଚୁ । ସେ ସେ ସତ୍ ପର୍ମେସର୍ ଆରି ସେ ସେ ଲକ୍ମନ୍କେ ନ ସାର୍ବା ଜିବନ୍ ଦେଇସି । အခန်းကိုကြည့်ပါ။ |
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”