3 ଆମେ ଜଦି ସତଇସେ ପର୍ମେସର୍କେ ଆଲାଦ୍ କଲେ, ତାର୍ ଆଦେସ୍ ସବୁ ମାନ୍ବୁ । ସେ ଆମ୍କେ ତିଆର୍ଲା ବିସଇ ମାନ୍ବାକେ ଆମ୍କେ ଆବଡ୍ ନ ଲାଗେ ।
ସେମନ୍ ତାକର୍ ସିକିଆ ସବୁ ଲକ୍ମନର୍ ପିଟି ଉପ୍ରେ ବେସି ବଜ୍ ପାରା ଲାଦିଦେବାଇ । ମାତର୍ ସେ ସବୁ ବଜର୍ ନିୟମ୍, ଚିନି ଆଙ୍ଗ୍ଟିତେଇ ଉଟାଇବା ଏତ୍କି ମିସା ସାଇଜ ନ କରତ୍ ।
ତମେ ଜଦି ମକେ ଆଲାଦ୍ କର୍ସା, ମର୍ ଆଦେସ୍ ମିସା ମାନ୍ସା ।
ମୁଇ ଜେନ୍ତି ମର୍ ବାବାର୍ ଆଦେସ୍ ମାନିକରି ତବିର୍ ଅଇଆଚି । ସେନ୍ତି ତମେ ମର୍ ଆଦେସ୍ ମାନ୍ସା ବଇଲେ ମର୍ ଆଲାଦେ ତବିର୍ ଅଇକରି ରଇସା ।”
ମୁଇ ତମ୍କେ ଜନ୍ ଆଦେସ୍ ଦେଇଆଚି, ସେଟା ମାନ୍ସା ବଇଲେ ତମେ ମର୍ ମଇତର୍ମନ୍ ।
ନିୟମ୍ ପର୍ମେସରର୍ଟାନେଅନି ଆଇଲାକେ ସୁକଲ୍ ଆଚେ । ତାର୍ ଆଦେସ୍ ସବୁ ସୁକଲ୍, ଟିକ୍ ଆରି ବେସି ନିକ ।
ପରମେସରର୍ ନିୟମ୍ ନାମ୍ବାକେ ମୁଇ ବେସି ମନ୍ କଲିନି,
ମାପ୍ରୁ ଆରିତରେକ୍ କଇଲା, ଇସ୍ରାଏଲର୍ ଲକ୍ମନ୍କେ ମର୍ ନିଜର୍ କର୍ବାକେ ମୁଇ ଜନ୍ ନୁଆ ରାଜିନାମା ତିଆର୍କର୍ବି ସେଟା ଏନ୍ତାରି ରଇସି । ମୁଇ ମର୍ ଆଦେସ୍ ତାକର୍ ଚିନ୍ତା କଲାଟାନେ ଦେବି ଆରି ତାକର୍ ମନ୍ ବିତ୍ରେ ଲେକ୍ବି । ଆରି ମୁଇ ତାକର୍ ପର୍ମେସର୍ ଅଇରଇବି ଆରି ସେମନ୍ ମର୍ ନିଜର୍ ଅଇରଇବାଇ ।
ଆମେ ତାକେ ଜାନ୍ବା ଲକ୍ ଅଇଲୁଆଚୁ । ଜଦି ଆମେ ତାର୍ ତିଆର୍ଲାଟା ମାନ୍ଲୁନି, ଏଟା ଡାଁଟ୍ସଙ୍ଗ୍ ଜାନ୍ଲୁନି ।
ଏ ଆଲାଦର୍ ଅରତ୍ ଅଇଲାନି ଆମେ ପର୍ମେସରର୍ ଆଦେସ୍ ସବୁ ମାନ୍ବାର୍ ଆଚେ । କିରିସ୍ଟ ସଙ୍ଗ୍ ଜିବାକେ ଆରାମ୍ କର୍ବା ବେଲେଅନି ଏଟା ଆମେ ସୁନି ଆଇଲୁନି । ତମେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କରା ।