5 ଏ ଜଗତ୍କେ କେ ଆରାଇପାର୍ସି ? ଜିସୁକେ ପର୍ମେସରର୍ ପଅ ବଲି ଜେ ବିସ୍ବାସ୍ କର୍ସି, ସେ ଏ ଜଗତ୍କେ ଆରାଇସି ।
ଜିସୁ ତାକେ କଇଲା, “କାଇକେ ଜଦି ପାରୁସ୍ ବଇଲେ ନିମାନ୍ କର୍ ବଲିକରି କଇଲୁସ୍ନି ? କାଇକେବଇଲେ ପର୍ମେସର୍କେ ବିସ୍ବାସ୍ କର୍ବା ଲକ୍ମନର୍ ତେଇ ସବୁ ଅଇସି ।”
“ଇତି ପାନି ଆଚେ, କାଇ ଅସୁବିଦା ନ ରଇଲେ ମକେ ଡୁବନ୍ ଦିଆ ।”
ଜେ ମିସା ଜିସୁକେ ପର୍ମେସରର୍ ପଅ ବଲି ନାମ୍ଲେ, ପର୍ମେସର୍ ସେ ଲକର୍ ସଙ୍ଗ୍ ମିସିରଇସି । ଆରି ସେ ମିସା ପର୍ମେସରର୍ ସଙ୍ଗ୍ ରଇସି ।
ଜେ କି ଜିସୁକେ ମସିଅ ବଲି ବିସ୍ବାସ୍ କର୍ସି, ସେ ପର୍ମେସରର୍ ପିଲା । ଆରି ଜେ କି ବାବାକେ ଆଲାଦ୍ କର୍ସି, ସେ ତାର୍ ପିଲାକେ ମିସା ଆଲାଦ୍ କର୍ସି ।
ଆମେ ଏଟା ମିସା ଜାନିଆଚୁ ଜେ, ତାର୍ ପଅ ଏ ଜଗତେ ଆଇଲା ଆରି ଆମ୍କେ ସତ୍ ପର୍ମେସର୍କେ ଜାନାଇଲା । ଏ ସତ୍ ପର୍ମେସରର୍ ସଙ୍ଗ୍ ଆମେ ମିସିକରିଆଚୁ । କାଇକେବଇଲେ ତାର୍ ପଅ ଜିସୁକିରିସ୍ଟର୍ ସଙ୍ଗ୍ ଆମେ ମିସିଆଚୁ । ସେ ସେ ସତ୍ ପର୍ମେସର୍ ଆରି ସେ ସେ ଲକ୍ମନ୍କେ ନ ସାର୍ବା ଜିବନ୍ ଦେଇସି ।