୧ ମ ଜଅନ୍ 5:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ଜିସୁକିରିସ୍ଟ ପର୍ମେସରର୍ ପ ବଲିକରି, ଡୁବନ୍ ଦେଉ ଜଅନ୍ ତାକେ ପାନିତେଇ ଡୁବନ୍ ଦେଲା । ଆରି ସେ ମଲାବେଲେ ତାର୍ ବନି ରକଇଅଇଲା । ଏନ୍ତାରି ନଏଁ ଜେ ସେ ଅବ୍କା ପାନିସଙ୍ଗ୍ ଡୁବନ୍ ଅଇଲା, ମାତର୍ ତାର୍ ମରନେ ତାର୍ ବନି ରକଇଅଇଲା । ଏ ସବୁ ବିସଇ ସତ୍ ବଲି ସୁକଲ୍ଆତ୍ମା ଆମ୍କେ ସାକିଦେଲାନି । କାଇକେବଇଲେ ସେ ସତ୍ ଆତ୍ମା । အခန်းကိုကြည့်ပါ။ |
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”
ମସାର୍ ନିୟମ୍ ନ ମାନ୍ବା ଗଟେକ୍ ଲକର୍ ଦସା ସେନ୍ତାରି ରଇଲେ, ପର୍ମେସରର୍ ପଅକେ ଇନ୍ କର୍ବା ଗଟେକ୍ ଲକର୍ ଦସା କେତେକ୍ ଅଦିକ୍ ନ ରଏ । ଜଦି ତାର୍ ରାଜିନାମାର୍ ବନିକେ କାଇ ମୁଲିଅ ନାଇ ବଲି ଏଲାକରିଦେଲେ, ଏ ବନିର୍ ଲାଗି ସେ ପାପେଅନି ସେ ସୁକଲ୍ ଅଇରଇଲା । ସେନ୍ତାରି କର୍ବା ଲକ୍ ପର୍ମେସରର୍ ଆତ୍ମା ଜେ କି ଜିବନ୍ ଦୁକାଇ ଦୟା ଦେକାଇସି, ତାକେ ମିସା ମନ୍ଦୁକ୍ କରାଇଲାନି । ତାର୍ ଡଣ୍ଡ୍ କେତେକ୍ ଅଦିକ୍ ନ ଅଏ ।
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।