8 ସୁକଲ୍ଆତ୍ମା, ଡୁବନ୍ ଅଇରଇବା ପାନି, ଆରି ରକଇଅଇରଇବା ବନି, ତିନ୍ଟାଜାକ ସାକିତେଇ ରାଜି ଅଇଆଚତ୍ ।
ତେବେ ତମେ ଦେସ୍ମନ୍କେ ରଇବା ସବୁ ବାସାର୍ ଲକ୍ମନର୍ ଲଗେ ଜାଇ, ସେମନ୍କେ ମର୍ ସିସ୍ କରାଆ । ବାବା, ପଅ ଆରି ସୁକଲ୍ ଆତ୍ମାର୍ ନାଉଁଦାରି ସେମନ୍କେ ଡୁବନ୍ ଦିଆସ୍ ।
ବେସି ଲକ୍ମନ୍ ଆସିକରି ଜିସୁର୍ ବିରଦେ ମିଚ୍ ସାକି କଇଲାଇ, ମାତର୍ ସେମନ୍ ସବୁଲକ୍ ବିନ୍ ବିନ୍ ରକାମର୍ କାତା କଇଲାଇ ।
ସତଇସେ ସାଇଜକାରିଆ ଆତ୍ମା ଆଇସି । ସେ ବାବାର୍ତେଇ ଅନି ଆସି, ପର୍ମେସରର୍ ସବୁ ବିସଇର୍ ସତ୍ ଦେକାଇଦେଇସି । ମୁଇ ତାକେ ବାବାର୍ତେଇଅନି, ତମର୍ ଲଗେ ପାଟାଇବି । ଆରି ସେ ମର୍ ବିସଇ ତମ୍କେ କଇସି ।
ମାତର୍ ଗଟେକ୍ ସନିଅ ଚେଲ୍ ସଙ୍ଗ୍ ତାର୍ ପାଞ୍ଜ୍ରା ତଲେ ବୁସ୍ଲା ଦାପ୍ରେ ବନି ଆରି ପାନି ବାରଇଲା ।
ପର୍ମେସର୍ କରିରଇବା ଏ କାମ୍ ବବିସତ୍ବକ୍ତାମନ୍ କଇରଇବାଟା ସଙ୍ଗ୍ ସମାନ୍ ଆଚେ ।
ପରମେସରର୍ ଆତ୍ମା ଆମର୍ ବିତ୍ରର୍ ଆତ୍ମା ସଙ୍ଗ୍ କଁଟ୍ ମିସାଇ ଆମ୍କେ ତାର୍ ପିଲାଟକି ବଲି ଜାନାଇଲାନି ।
ଆମେ ତାର୍ଟା ବଲି ଜାନ୍ବାକେ ସେ ଆମ୍କେ ତାର୍ ଚିନ୍ ମାର୍ଲା ଆଚେ ଆରି ସୁକଲ୍ଆତ୍ମା ଆମର୍ ବିତ୍ରେ ଦାନ୍ କଲା ଆଚେ । ପର୍ମେସର୍ ଆମର୍ପାଇ ଜେତ୍କି ବିସଇ ସଙ୍ଗଇଆଚେ, ସେ ଆତ୍ମାର୍ ଲାଗି ଆମେ ସେଟା ସବୁ ପାଇବୁ ବଲି ଜାନ୍ଲୁନି ।
ସେଟାସେ ଜିସୁକେ ଅଇରଇଲା । କାଇକେବଇଲେ, ତାକେ ନଅରର୍ ବାଇରେ ଲକ୍ମନ୍ ମରାଇରଇଲାଇ । ଆରି ତାର୍ ବନି ଗୁଲାଇ ମୁନୁସ୍ ଜାତିର୍ ପାପ୍ ଦଇଦେଲା ।
କାଇକେବଇଲେ ଜେତ୍କି ଲକ୍ ତାକର୍ ବିସ୍ବାସ୍ ଚାଡିଆଚତ୍, ସେମନର୍ ମନ୍ ପର୍ମେସରର୍ ଉଜଲ୍ସଙ୍ଗ୍ ଉଗାଡି ଅଇ ଆଚେ । ସେ ଦେଇ ରଇବା ସୁଆଦ୍ ସେମନ୍ ଚାକିଆଚତ୍ । ଆରି ସୁକଲ୍ଆତ୍ମା ପାଇଆଚତ୍ ।
ସେ ପାନି ଆମର୍ ଡୁବନ୍ ବିସଇ ଜାନାଇଲାନି । ତମେ ଡୁବନ୍ ନେଲାକେ ତମର୍ ଗାଗଡର୍ ମୁର୍କି ଦଇଅଇଲାର୍ ପାଇ ନଏଁ, ମାତର୍ ଗଟେକ୍ ନିକ ବିବେକ୍ ସଙ୍ଗ୍ ପର୍ମେସର୍କେ ଦେଇରଇଲା କାତାର୍ ଲାଗି ତମ୍କେ ମୁକ୍ତି କର୍ସି । ଜିସୁ କିରିସ୍ଟ ମଲାତେଇଅନି ଜିବନ୍ ଅଇକରି ଉଟ୍ଲାକେ ଏଟା ଅଇସି ।
ଜେଡେବେଲେ ଲକ୍ମନ୍ ତାକର୍ ଜାନିରଇବା ବିସଇନେଇ ସାକିଦେବାଇ, ଆମେ ସେମନ୍କେ ବିସ୍ବାସ୍ କର୍ବୁ । ମାତର୍ ପର୍ମେସର୍ ଆମ୍କେ ସାକିଦେବାଟା ତାର୍ତେଇଅନି ଅଦିକ୍ ମୁକିଅ । କାଇକେବଇଲେ ସେଟା ପର୍ମେସରର୍ ସାକି । ସେ ତାର୍ ନିଜର୍ ପଅର୍ ବିସଇନେଇ ଆମ୍କେ ସାକିଦେଲାନି ।