୧ ମ ପିତର୍ 1:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ସେଟାର୍ପାଇ ତମେ ନିଜର୍ ନିଜର୍ ମନେ ପର୍ମେସର୍ ମନ୍କଲାଟା ପୁରାପୁରୁନ୍ କର୍ବାକେ ଜାଗିରୁଆ । ଆରି ଜିସୁ କିରିସ୍ଟ ବାଉଡି ଆଇବା ବେଲାଇ ସେ ଜନ୍ ଆସିର୍ବାଦ୍ ତମ୍କେ ଦେଇସି, ସେଟା ମିଲ୍ସି ବଲି ପୁରାପୁରୁନ୍ ଆସା ଉଆ । အခန်းကိုကြည့်ပါ။ |
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।