14 ପର୍ମେସରର୍ ଆଦେସ୍ ମାନିକରି ରୁଆ । ତାର୍ ସତ୍ ସିକିଆ ଜାନ୍ବା ଆଗ୍ତୁ ତମେ କେନ୍ତାରି ନିଜେ ମନ୍ କଲାଟା ପୁରାପୁରୁନ୍ କର୍ତେରଇଲାସ୍, ସେନ୍ତାରି ଆରି କରାନାଇ ।
ଲକ୍ମନ୍ ପରମେସର୍କେ ଜାନି ନ ରଇଲା ବେଲେ, ସେ ଦସ୍ ଦାରି ନ ରଇଲା, ମାତର୍ ଏବେ ସବୁ ଜାଗାର୍ ସବୁ ଲକ୍ମନ୍କେ, ସେମନର୍ ପାପ୍ ବାଟେଅନି ବାଅଡ୍ବାକେ ଆଦେସ୍ ଦେଲାନି ।
ଏ ଜଗତେ ରଇବା ଲକ୍ମନର୍ ପାରା ଚଲାଚଲ୍ତି ଇସାବେ ଜିଉନା କାଉନା କରାନାଇ । ପରମେସର୍ ତମର୍ ମନ୍ ନୁଆକରି ବାଦ୍ଲାଅ । ସେନ୍ତି ଅଇଲେ ସେ ମନ୍ କର୍ବାଟା ବୁଜିପାର୍ସା । ଆରି ଜନ୍ ଚଲାଚଲ୍ତି ତାର୍ ମୁଆଟେ ନିକ, ସିଦ୍ ଆରି ତାକେ ସାର୍ଦା କରାଇସି, ସେଟା ଜାନି ପାର୍ସା ।
ସେଟାର୍ପାଇ ଡୁବନ୍ ନେଲାପଚେ ଆମେ ତାର୍ ମରନେ ମିସି, ତାର୍ ସଙ୍ଗ୍ ତପି ଅଇଲୁଆଚୁ । ସେ ଜେନ୍ତାରି ବାବାର୍ ଡାକ୍ପୁଟା ବପୁ ସଙ୍ଗ୍ ଆରିତରେକ୍ ଉଟ୍ଲା, ଆମେ ମିସା ସେନ୍ତାରି ନୁଆ ଜିବନ୍ ପାଇକରି ଚଲାଚଲ୍ତି କର୍ବାର୍ ଆଚେ ।
ସେବେଲେ ଜଗତର୍ ସତ୍ ନଇଲା ବାଟେ ଇଣ୍ଡ୍ତେରଇଲାସ୍ ଆରି ଆକାସର୍, ଗାଗଡ୍ ଦାରି ନ ରଇବା, ସାସନ୍କାରିଆର୍ ତଲେ ରଇଲାସ୍ । ସେ ସାସନ୍କାରିଆ ଏବେ ପର୍ମେସରର୍ ଆଦେସ୍ ନ ମାନ୍ବା ଲକ୍ମନ୍କେ ସାସନ୍ କଲାନି ।
ବିନ୍ ଲକର୍ ଟାନେଅନି କାଇ ଲଡାକେ ନ ଆଇବା ଚୁଚା କାତା ସୁନି ନାଡାଇ ଉଆ ନାଇ । କାଇକେବଇଲେ, ଏନ୍ତାରି କରି ତାକେ ନ ନାମ୍ବା ଲକ୍ମନ୍କେ ପର୍ମେସର୍ ଡଣ୍ଡ୍ ଦେଇସି ।
ଆରି, ଜେନ୍ତିକି ବିସ୍ବାସ୍ ନ କଲା ଲକ୍ମନର୍ପାରା ପର୍ମେସରର୍ ବାକିଅ ନ ମାନିକରି ଆସାର୍ କାମ୍ କରାନାଇ ।
ତାର୍ ଜଜ୍ନା ଇସାବେ ବାବା ପର୍ମେସର୍ ତମ୍କେ ଡାକ୍ଲା ଆଚେ । ତାର୍ ସୁକଲ୍ ଆତ୍ମାଇ ସେ ତମ୍କେ ତାର୍ ସୁକଲ୍ ଲକ୍ କରାଇସି । ତମେ ଜିସୁ କିରିସ୍ଟକେ ମାନିକରି, ତାର୍ ବନିତେଇ ଦଇଅଇକରି ରଇବାକେ ସେ ଏନ୍ତାରି ଜଜ୍ନା କଲା । ତାର୍ ଜିବନ୍ଦୁକାଇଲାଟା ଆରି ସାନ୍ତି ପୁରାପୁରୁନ୍ ତମ୍କେ ମିଲ ।