୧ ମ ପିତର୍ 1:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ମାତର୍ ତମ୍କେ ଡାକ୍ଲା ମାପ୍ରୁ ଜେନ୍ତାର୍ ସୁକଲ୍ ଆଚେ, ସେନ୍ତାରିସେ ତମେମନ୍ ମିସା ତମର୍ ସବୁ ବିସଇଟାନେ ସୁକଲ୍ ଉଆ । အခန်းကိုကြည့်ပါ။ |
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ଏଟା । କିରିସ୍ଟର୍ ସୁବ୍ କବର୍ ବିସ୍ବାସ୍ କର୍ବା ଲକ୍ମନ୍ କେନ୍ତାରି ଚଲାଚଲ୍ତି କର୍ବାର୍ଆଚେ, ତମେ ସେନ୍ତାରି କରା । ମୁଇ ତମ୍କେ ଦେକ୍ବାର୍ ଆଇଲେମିସା, କି ତମର୍ଟାନେଅନି ଦୁରିକେ ରଇ ଅବ୍କା ସୁନିପାର୍ଲେ ମିସା ଏନ୍ତାରି ଜିଇତେରୁଆ । ଏଟାର୍ଲାଗି ତମେ ସବୁ ଗଟେକ୍ ମନ୍ ଅଇ ମିସିଆଚାସ୍ ବଲି ମୁଇ ଜାନିପାର୍ବି । ଜନ୍ ଲକ୍ମନ୍ ସୁବ୍ କବରର୍ ବିରୁଦେ ଦଦାପେଲା କଲାଇନି, ତାକର୍ ମୁଆଟେ କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ତମେ ସବୁ ଗଟେକ୍ ଅଇ ଟିଆଅଇଲାସ୍ନି ବଲି ମୁଇ ଜାନ୍ବି ।
ମୁଇ ତକେ ଲେକିରଇବା ଏ ସବୁ ବିସଇ ସତ୍ ବଲି ମାନିଅଇସି । ତେବର୍ପାଇ ମୁଇ ତକେ ବାବୁଜିଆକରି କଇଲିନି, ତୁଇ ସିକାଇବାବେଲେ ଏ ସବୁ ବିସଇ ନ ପାସ୍ରି ଏତାଇତେ ର । ଜେନ୍ତାରିକି ପର୍ମେସର୍କେ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଦରମ୍ କାମ୍ କର୍ବାକେ ମନ୍ଦିଆନ୍ ଦେବାଇ । ଏନ୍ତାରି ସିକିଆ ଦେଲେ ସବୁ ଲକର୍ପାଇ ସେଟା ନିକ ଆରି କାମ୍କେ ଆଇସି ।
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।