୧ ମ ପିତର୍ 1:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ପର୍ମେସର୍ ଜେଡେବେଲେ ମୁନୁସ୍ମନ୍କେ ବିଚାର୍ କର୍ସି, ସେ କାର୍ବିତ୍ରେ ସାନ୍ ବଡ୍ ନ ଦେକେ । ଗଟେକ୍ ଗଟେକ୍ ଲକ୍କେ ତାକର୍ କଲା କାମ୍ ଇସାବେ ସେ ବିଚାର୍ କର୍ସି । ତେବେ ତମେ ପାର୍ତନା କର୍ବାବେଲେ ପର୍ମେସର୍କେ ବାବା ବଲି ଡାକ୍ଲାସ୍ନି । ତମେ ଜେତ୍କି ଦିନ୍ ଏ ଜଗତେ ବଁଚିଆଚାସ୍, ତାକେ ମାନିକରି ରଇବାର୍ଆଚେ । အခန်းကိုကြည့်ပါ။ |
ତମ୍କେ ଦୁକ୍ ଦେଇକରି ପର୍ମେସର୍ କାଇଟା କଲାଆଚେ ଦେକିଦେକା । ଜେନ୍ତିକି ଏବେ ତମେ ଟିକ୍ ଚଲାଚଲ୍ତି କର୍ବାକେ ମନ୍ କଲାସ୍ନି, ବୁଲ୍ କାମ୍ କରୁନାଇ ବଲି ବୁଜାଇବାକେ ଚେସ୍ଟା କଲାସ୍ନି, ଲାଜ୍ ପାଇବା କାମ୍ କର୍ବାକେ ବାକାନ୍ଲାସ୍ନି, ଡରିକରି ଆଚାସ୍, ଆମେ ଆରିତରେକ୍ ବେଟ୍ ଅଇବୁ ବଲି ମନ୍ କଲାସ୍ନି, ମକେ ସାର୍ଦା କରାଇବାକେ ମନ୍ କଲାସ୍ନି, ପାପ୍ କଲା ଲକ୍କେ ଦାପ୍ରେ ଡଣ୍ଡ୍ ଦେଲାସ୍, ଏଟା ସବୁ କଲାକେ ସେ କରିରଇବା ପାପେ ତମର୍ କାଇ ବୁଲ୍ ନାଇ ।