୧ ମ ପିତର୍ 1:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ମାତର୍ ବେସି ମୁଲିଅ ରଇବା ଜିସୁକିରିସ୍ଟର୍ ବନି, ଜନ୍ଟା ସେ ତାର୍ ମରନେ ରକଇଦେଲା । କାଇ ଦସ୍ କି କାଇ ଅବାବ୍ ନ ରଇବା ମେଣ୍ଡାପିଲା ପାରା ବଲିଅଇଲା । အခန်းကိုကြည့်ပါ။ |
ତାର୍ପଚେ ବସ୍ବା ଜାଗାର୍ ମଜାଇ ଗଟେକ୍ ମେଣ୍ଡାପିଲା ଟିଆଅଇରଇବାଟା ଦେକ୍ଲି । ତାର୍ ଚାରିବେଟ୍ତି ଚାରିଟା ଜିବନ୍ ରଇବା ପସୁ ଆରି ପାର୍ଚିନ୍ମନ୍ ରଇଲାଇ । ମେଣ୍ଡାପିଲା ମରାଇରଇଲାଟା ପାରା ଡିସ୍ତେରଇଲା । ତାକେ ସାତ୍ଟା ସିଙ୍ଗ୍ ଆରି ସାତ୍ଟା ଆଁକି ରଇଲା । ସେଟା ପର୍ମେସରର୍ ସାତ୍ଟା ଆତ୍ମା ରଇଲା । ପର୍ମେସର୍ ସେ ସାତ୍ଟା ଆତ୍ମାକେ ଗୁଲାଇ ଜଗତେ ପାଟାଇରଇଲା ।