୧ ମ ପିତର୍ 1:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ତମେ ସତ୍ ମାନ୍ଲାର୍ ପାଇ, କାରାପ୍ ଚଲାଚଲ୍ତି ଚାଡିକରି ତମର୍ ସଙ୍ଗର୍ ବିସ୍ବାସିମନ୍କେ ସତ୍ସଙ୍ଗ୍ ଆଲାଦ୍ କଲାସ୍ନି । ମନ୍ ପରାନ୍ ଦେଇକରି ଗଟେକ୍ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କଲାସ୍ନି । အခန်းကိုကြည့်ပါ။ |
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।