24 ସାସ୍ତରେ ଲେକାଅଇଲାପାରା, ଗୁଲାଇ ମୁନୁସ୍ ଜାତି ଗାଁସ୍ ପାରା । ତାକର୍ ବାନିମୁର୍ତି ଗାଁସର୍ ପୁଲ୍ପାରା । ଗାଁସ୍ ସୁକିଜାଇସି ଆରି ପୁଲ୍ ଜଡିଜାଇସି ।
ଆଜି ପଦାଇ ରଇଲା ଗାଁସ୍ କାଲିକେ ନ ମିସା ରଏ । କାଟିକରି ଜଇଟାନେ ପଡାଇଦେବାଇ । ଏଲେମିସା ତାକେ ପର୍ମେସର୍ ଏନ୍ତି ସୁନ୍ଦର୍ ବେସ୍ ଦେଇସି, ତେବେ ଏ ଅଲପ୍ ବିସ୍ବାସିମନ୍, ସେ ବାଇଦରେ ତମ୍କେ ଅଦିକ୍ ନିମାନ୍ ବସ୍ତର୍ ନ ଦେଏ କି ? ଦେଇସିସେ ।
ମାତର୍ କାଲିକେ କାଇଟା ଗଟ୍ସି, ସେଟା ତମେତା ନାଜାନାସ୍ ! ତମର୍ ଜିବନ୍ ଦୁଉଁରି ସମାନ୍, ଜନ୍ଟାକି ଚନେକର୍ ପାଇ ଡିସ୍ସି ଆରି ମାୟା ଅଇଜାଇସି ।
ଏ କାରାପ୍ ଜଗତ୍ ଆରି ତେଇର୍ ସବୁ ରକାମ୍ ଚଲାଚଲ୍ତି ଦାପ୍ରେ ଉଟିଜାଇସି । ମାତର୍ ଜେ ପର୍ମେସର୍କେ ମାନ୍ସି, ସେ ନ ସାର୍ବା ଜିବନ୍ ପାଇସି ।