୧ ମ ପିତର୍ 1:25 - ସତିଅର୍ ବାଟ୍ ନୁଆ ନିୟମ୍ 202025 ମାତର୍ ପର୍ମେସରର୍ ବାକିଅ ସବୁଦିନ୍ ପାଇ ରଇସି । ଏ ବାକିଅ ଅଇଲାନି ତମ୍କେ ଜାନାଇରଇବା ସୁବ୍କବର୍ । အခန်းကိုကြည့်ပါ။ |
ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।