୧ ମ ପିତର୍ 2:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ଏ ମର୍ ମଇତର୍ମନ୍, ତମେ ଏ ଜଗତେ ବିଦେସି ପାରା ଆଚାସ୍ ଆରି ଚନେକର୍ ପାଇସେ ଇତି ରଇଲାସ୍ନି । ତମର୍ ଗାଗ୍ଡେ ରଇବା ପାପର୍ ଗୁନ୍ଚଲନେ ଅନି ଆଇବା ସବୁ ରକାମ୍ କାରାପ୍ ମନ୍କର୍ବା ଟାନେଅନି ଦୁରିକେ ରୁଆ । အခန်းကိုကြည့်ပါ။ |
ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।