୧ ମ ପିତର୍ 2:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ତମେ ମୁକଲ୍ଲା ଲକ୍ମନ୍ ବଲି ତମର୍ ଜିବନର୍ ଚଲାଚଲ୍ତିତେଇ ଦେକାଆ । ମାତର୍ ଆମ୍କେ ମୁକ୍ତି ମିଲ୍ଲାଆଚେ ବଲି କାଇଟା ମିସା କର୍ବୁ ବଲି ନ ବାବିକରି ପର୍ମେସର୍କେ ସେବା କରା । အခန်းကိုကြည့်ပါ။ |
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।