୧ ମ ପିତର୍ 2:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ତମର୍ କାଇ ବୁଲ୍ ନ ରଇଲେ ମିସା ମୁର୍ଚିକରି ରଇଲେ, ତେଇ ପର୍ମେସର୍ ସାର୍ଦା ଅଇସି । କାଇକେବଇଲେ ତମେ ତାର୍ ମନ୍ କଲାଟା ସିଦ୍ କଲାସ୍ନି । အခန်းကိုကြည့်ပါ။ |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।