୧ ମ ପିତର୍ 2:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ଲକ୍ମନ୍ ତାକେ କିଜାଇଲାବେଲେ ସେ ନିନ୍ଦା କାତାକଇ ଟଣ୍ଡ୍ ଲାଗାଏ ନାଇ । ତାକେ ଦୁକ୍ କସ୍ଟ ଦେଲାକେ ସେ ଦମ୍କାଏ ନାଇ । ମାତର୍ କାଇ ଅନିଆଇ ନ କର୍ବା ପର୍ମେସର୍କେ ସବୁ ବିସଇ ଚାଡିଦେଲା । အခန်းကိုကြည့်ပါ။ |
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।