୧ ମ ପିତର୍ 2:24 - ସତିଅର୍ ବାଟ୍ ନୁଆ ନିୟମ୍ 202024 ଆମେ ପାପ୍ କଲାର୍ପାଇ ପାଇବା ଡଣ୍ଡ୍ କୁରୁସ୍କାଟେ ମରିକରି କିରିସ୍ଟ ନିଜେ ବଇନେଲା । ପାପ୍ କର୍ବାଟା ଚାଡିକରି ଦରମ୍ ଚଲାଚଲ୍ତି କର୍ବାକେ ସେ ଏନ୍ତାରି କଲା । ତାର୍ ଗାଗ୍ଡେ ମାରି ରଇବା ଗାଉର୍ ଲାଗି ଆମେ ନିକ ଅଇଆଚୁ । အခန်းကိုကြည့်ပါ။ |