୧ ମ ପିତର୍ 3:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ତମେ ଜଦି ନିକ କାମ୍ କର୍ବାକେ ମନ୍ କଲେ, ତମର୍ ବିରଦେ କେ ମିସା କାରାପ୍ କାମ୍ ନ କରତ୍ । အခန်းကိုကြည့်ပါ။ |
ବିନ୍ ଲକ୍ ଦେକ୍ବା ଇସାବେ, ସେ ବେସି ଦରମ୍ ଅଇ, ବିନ୍ ଲକ୍କେ ସାଇଜ କର୍ବାର୍ ଆଚେ । ଜେନ୍ତାରି କି ନିଜର୍ ପିଲାମନ୍କେ ନିକ ସଙ୍ଗ୍ ବଡାଇରଇସି, ଆଇଲା ଲକ୍ମନ୍କେ ଗତିଆ ଇସାବେ ଡାକ୍ସି, ପର୍ମେସରର୍ ସୁକଲ୍ ଲକ୍ମନର୍ ଗଡ୍ ଦଇଦେଇସି, ଦୁକ୍ କସ୍ଟେ ରଇବା ଲକ୍ମନ୍କେ ସାଇଜ କର୍ସି, ଲକ୍ମନ୍କେ ସାଇଜ କର୍ବାକେ ବିନ୍ ବିନ୍ କାମ୍ କର୍ତେରଇସି ।