୧ ମ ପିତର୍ 3:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ମାତର୍ ମନ୍ବିତ୍ରେ ସୁଆଲ୍ ରଇକରି, ସନ୍ମାନ୍ ଦେଇକରି କାତାଉଆ । ତମର୍ ବିବେକ୍ ତମ୍କେ ଦସି ନ କର । ଜେନ୍ତାରିକି ତମର୍ ନିକ ଚଲାଚଲ୍ତି ବିରୁଦେ ଜେତ୍କି ଲକ୍ ନିନ୍ଦା କର୍ବାଇ, ତାକର୍ କାତାଇସେ ସେମନ୍ ଲାଜ୍ ଅଇବାଇ । အခန်းကိုကြည့်ပါ။ |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।
ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।