୧ ମ ପିତର୍ 3:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ଏ ବନ୍ଦି ଆତ୍ମାମନ୍ ପୁର୍ବେ ନଅର୍ ବେଲେ ପର୍ମେସରର୍ କାତା ନ ମାନ୍ଲାଟାମନ୍ । ସେଡ୍କିବେଲେ ନଅ ବଡ୍ ଡଙ୍ଗା ତିଆର୍ କର୍ତେରଇଲା । ତାର୍ କାତା ଲକ୍ମନ୍ ବିସ୍ବାସ୍ କର୍ବାଇ ବଲି ପର୍ମେସର୍ ମୁର୍ଚିକରି ରଇଲା । କାଇକେବଇଲେ, ଏକାଇ ଆଟ୍ ଲକ୍ସେ ସେ ପାନିତେଇ ବୁଡତ୍ନାଇ । ସେମନ୍ ଡଙ୍ଗାଇ ଚଗିରଇଲାଇ ଆରି ରକିଆ ପାଇଲାଇ । အခန်းကိုကြည့်ပါ။ |
ନଅର୍ ବିସଇ ବାବିଦେକା । ତାର୍ ବିସ୍ବାସର୍ ଲାଗି ପଚ୍କେ ଅଇବା ବିସଇ ପର୍ମେସର୍ ତାକେ ଜାଗ୍ରତ୍ କରାଇଲାକେ, ସେ କାତା, ସେ ଏଲାକରେ ନାଇ । ତାର୍ ଆଗ୍ତୁ ସେ ସେନ୍ତାରିଟା କାଇଟା ନ ଦେକିରଇଲେ ମିସା, ସେ ବିସ୍ବାସ୍ କଲା । ତାର୍ପଚେ ସେ ଆରି ତାର୍ କୁଟୁମ୍ ରକିଆ ପାଇବାକେ ଗଟେକ୍ ବଡ୍ ଡଙ୍ଗା ତିଆର୍ କଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ଲକ୍ ବଲି ଏଜ୍ଲା, ମାତର୍ ବିନ୍ଲକ୍ମନ୍କେ ଦସି କଲା ।
ଆଗର୍କାଲେ ବଁଚିରଇବା ଲକ୍ମନ୍ ପର୍ମେସର୍କେ ମାନିକରି ରଅତ୍ନାଇକେ, ସେ ସେମନ୍କେ ଡଣ୍ଡ୍ ନ ଦେଇକରି ଚାଡେନାଇ । ତାର୍ବାଦୁଲେ ସେମନର୍ପାଇ ବନିଆ ଆନାଇଲା । ତେଇ ସବୁଲକ୍ ବୁଡିଗାଲାଇ । ମାତର୍ ସେ ନଅ ଆରି ତାର୍ କୁଟୁମର୍ ସାତ୍ଲକ୍କେ ସେ ରକିଆ କଲା । ସେବେଲେ ନଅ ପର୍ମେସର୍ ଦେକ୍ବା ଇସାବେ ଟିକ୍ ବିସଇ କର୍ବାର୍ ଆଚେ ବଲି ଲକ୍ମନ୍କେ କଇତେରଇଲା ।