୧ ମ ପିତର୍ 4:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ତାର୍ ବାଦୁଲେ, କିରିସ୍ଟ ଦୁକ୍ କସ୍ଟ ମୁର୍ଚିକରି ରଇଲାର୍ ପାରା ତମ୍କେ ମୁରଚ୍ବାକେ ଆଇଲେ, ସାର୍ଦା ଉଆ । ଜନ୍ ଦିନେ ସେ ତାର୍ ଡାକ୍ପୁଟା ଦେକାଇସି, ସେ ଦିନେ ତମେ ଅଦିକ୍ ସାର୍ଦା ଅଇସା । အခန်းကိုကြည့်ပါ။ |
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।