15 ତମର୍ ବିତ୍ରେ ଜଦି କେ ମିସା ନର୍ ମାର୍ଲାର୍ ପାଇ ନଇଲେ ଚର୍ ଅଇଲାର୍ ପାଇ କି ନିୟମ୍ ନ ମାନ୍ଲାର୍ପାଇ କି ବିନ୍ ଲକର୍ ବିସଇତେଇ ମୁଣ୍ଡ୍ ପୁରାଇଲାର୍ପାଇ ଦୁକ୍ କସ୍ଟ ପାଆନାଇ ।
“ମକେ ବିସ୍ବାସ୍ କର୍ବାର୍ ଲାଗି ତମ୍କେ ଲକ୍ମନ୍ ନିନ୍ଦା ଆରି କସ୍ଟ ଦେବାଇ, ଆରି ଚୁଚାଇ ତମର୍ ବିରୁଦେ ମିଚ୍ କାତା କଇବାଇ, ନିଜ୍କେ କେଡେ କରମର୍ ଲକ୍ ବଲି ମନେ କରା ।
ଆରି ତମ୍କେ ପୁର୍ବେ ଦିଆଅଇରଇବା ଆଦେସ୍ ଇସାବେ ତମେ ସାନ୍ତିସଙ୍ଗ୍ ରଇକରି ନିଜର୍ ନିଜର୍ କାମେ ଲାଗିରୁଆ, ପାଇଟି କାବାଡ୍ କରି ରୁଆ । ଏଟାର୍ପାଇ ଆମେ ତମ୍କେ ବାବୁଜିଆ କଲୁନି ।
ଏବେ ଏ କାତା ଆରିତରେକ୍ କଇଲୁନି, କାଇକେବଇଲେ ଆମେ କବର୍ ପାଇଲୁ ଆଚୁଜେ, ତମର୍ ବିତ୍ରେ କେତେକ୍ ଲକ୍ମନ୍ ବାଡୁ ଅଇକରି ଜିଉନାକାଉନା କଲାଇନି । କାଇ ପାଇଟି ନକରି ବିନ୍ ଲକର୍ କାମେ ମଜାଇ ଅଇସି ଆରି କାଇଟାମିସା ନ କରତ୍ ।
ଏଟାର୍ ମିସ୍ତେ ସେମନ୍ ଅଲସ୍ ଅଇବାଟା ସିକ୍ବାଇ । ଆର୍ ଗରେ ତାର୍ ଗରେ ଜାଇ ବେଲା ବିତାଇବାଇ । ତିପୁଲ୍ କାତା କଇ ବିନ୍ ଲକର୍ ବିସଇ କାତାବାର୍ତା ଅଇବାଇ ।
ସେ ସୁବ୍କବରର୍ ଲାଗି ମୁଇ ଦୁକ୍ କସ୍ଟ ଅଇ ଆଇଲିନି ଆରି ଗଟେକ୍ ଦସ୍ କଲା ଲକର୍ପାରା ବନ୍ଦିଗରେ ଆଚି । ମାତର୍ ପର୍ମେସରର୍ ବାକିଅ ବାନ୍ଦାଇଅଇ ରଏନାଇ ।
ସତ୍ କାମ୍ କରି ମୁର୍ଚି ରଇଲେ ତମେ କେଡେକ୍ କରମର୍ ଲକ୍ । ଜନ୍ ଲକ୍ମନ୍ ତମ୍କେ କସ୍ଟ ଦେଲାଇନି, ସେମନ୍କେ ଡରିକରି ଚିନ୍ତା କରାନାଇ ।
କାଇକେବଇଲେ ତମେ ନିକ କାମ୍ କଲାର୍ ଲାଗି ଦୁକ୍ କସ୍ଟ ମୁରଚ୍ବାକେ ପର୍ମେସର୍ ଜଦି ମନ୍ କଲେ, ସେନ୍ତାରି ଅଇବାଟା ନିକ । କାରାପ୍ କରି ଦୁକ୍ କସ୍ଟ ମୁରଚ୍ବା ବାଦୁଲେ, ସେଟା ନିକ ।