୧ ମ ପିତର୍ 5:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ । အခန်းကိုကြည့်ပါ။ |
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !