୧ ମ ପିତର୍ 5:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ଏ ଅଲପ୍ ବିସଇର୍ ଚିଟି ଲେକ୍ବାକେ ସିଲା ମକେ ସାଇଜ କରିରଇଲା । ସେ ଗଟେକ୍ ଆମର୍ ବିସ୍ବାସି ବାଇ । ତମର୍ ବିସ୍ବାସ୍ ଡାଟ୍ କରାଇବାକେ ଆରି ପର୍ମେସର୍ ତାର୍ ଜିବନ୍ ଦୁକାଇ ଦୟା ଦେକାଇଲାଟା ତମେ ସତଇସେ ଜାନ୍ଲାସ୍ନି ବଲି ଟିକ୍ କର୍ବାକେ ମୁଇ ଏ ଚିଟି ଲେକ୍ଲିନି । ତାର୍ ଜିବନ୍ ଦୁକାଇଲାଟାନେ ତମେ ଡାଟ୍ ସଙ୍ଗ୍ ରୁଆ । အခန်းကိုကြည့်ပါ။ |
ପଚେ ପେରିତ୍ ସିସ୍ମନ୍, ମଣ୍ଡଲିର୍ ପାର୍ଚିନ୍ମନ୍, ଆରି ସବୁ ମଣ୍ଡଲିର୍ ବାଇମନ୍ ରୁଣ୍ଡ୍ଲାଇ । ସେମନ୍ ରାଜିଅଇରଇବା କାତା ଆନ୍ଟିଅକର୍ ବିସ୍ବାସିମନ୍କେ ଜାନାଇବାକେ ପାଉଲ୍ ଆରି ବର୍ନବା ସଙ୍ଗ୍ ଜିବାକେ କେତେଲକ୍କେ ବାଚ୍ଲାଇ । ବର୍ସବା ନାଉଁର୍ ଜିଉଦା ଆରି ସିଲାକେ ବାଚ୍ଲାଇ । ଏ ଦୁଇଲକ୍କେ ସବୁ ବିସ୍ବାସିମନ୍ ସନ୍ମାନ୍ ଦେଇତେରଇଲାଇ ।