13 ବାବିଲନେ ରଇବା ତମର୍ ବିସ୍ବାସି ବାଇବଇନିମନ୍ ତାକର୍ ଜୁଆର୍ ଜାନାଇଲାଇନି । ପର୍ମେସର୍ ସେମନ୍କେ ବାଚ୍ଲାଆଚେ । ମାର୍କ ଜାକେ କି ମର୍ ପଅ ଇସାବେ ଦେକ୍ଲିନି, ସେମିସା ତାର୍ ଜୁଆର୍ ଜାନାଇଲାନି ।
ନିଜର୍ ବିସଇ ଜାନିକରି ସେ ଜଅନ୍ ମାର୍କର୍ ଆୟା ମରିୟମର୍ ଗରେ ଗାଲା । ତେଇ ବେସି ବିସ୍ବାସିମନ୍ ରୁଣ୍ଡିକରି ପିତରର୍ ପାଇ ପାର୍ତନା କର୍ତେ ରଇଲାଇ ।
ଜିଉଦା ଦେସର୍ ବିସ୍ବାସିମନ୍କେ ଡାବୁ ଦେଇ ସାରାଇକରି ବର୍ନବା ଆରି ସାଉଲ୍, ଆନ୍ଟିଅକିଆଇ ଆଇଲାଇ । ଜଅନ୍ ଆରି ମାର୍କକେ ମିସା ସେମନ୍ ସଙ୍ଗ୍ ନେଇ ଜିରୁସାଲମେ ବାଅଡ୍ଲାଇ ।
ଜଅନ୍ ମାର୍କକେ ମିସା ତାକର୍ ସଙ୍ଗ୍ ନେବାକେ ବର୍ନବା ମନ୍ କଲା ।
ଏ ବିସଇ, ବେସି କୁଆବଲା ଅଇଲାଇ ଆରି ସେମନ୍ ବିନେ ଅଇଲାଇ । ବର୍ନବା ଜଅନ୍ମାରକକେ ନେଇ ସାଇପରସେ ଜିବା ପାନିଜାଜେ ଚଗ୍ଲାଇ ।
ଆରିସ୍ତାକସ୍ ତାର୍ ଜୁଆର୍ ଜାନାଇଲାନି । ସେ ମର୍ ସଙ୍ଗ୍ ବନ୍ଦିଗରେ ଆଚେ । ବର୍ନବାର୍ ମେଏନାବାଇ ମାର୍କ ମିସା ଜୁଆର୍ ଜାନାଇଲାନି । ମାର୍କର୍ ବିସଇ ତମେ ସୁନିସାରାଇ ଆଚାସ୍ । ସେ ତମର୍ ଲଗେ ଆଇଲେ ତାକେ ଡାକି ନିଆ ।
ସେନ୍ତାରିସେ, ମର୍ ସଙ୍ଗର୍ କାମ୍ କରୁମନ୍ ମାର୍କ, ଆରିସ୍ତାକସ୍, ଦିମା ଆରି ଲୁକ୍ ମିସା ।
ପାର୍ଚିନ୍ ଜଅନ୍ଜେ ମୁଇ ଏ ଚିଟି ଲେକ୍ଲିନି । ଏ ଚିଟି ଆମର୍ ଆଲାଦର୍ ବଇନି ଆରି ତାର୍ ପିଲାମନର୍ପାଇ । ମୁଇ ସତଇସେ ତମ୍କେ ସବୁଲକ୍ମନ୍କେ ଆଲାଦ୍ କଲିନି । ଆରି ମୁଇସେ ନାଇ, ସତ୍ ବିସଇ ଜାନିରଇବା ସବୁଲକ୍ ମିସା ।
ପର୍ମେସର୍ ବାଚିରଇବା ବଇନିର୍ ପିଲାମନ୍, ତମ୍କେ ଜୁଆର୍ ଜାନାଇଲାଇନି ।
ତାର୍ କାପାଲେ ଲେକିରଇବା ନାଉଁ କେ ନାଜାନ୍ବା ଗଟେକ୍ ଅରତ୍ ରଇଲା । “ଏ ଡାକ୍ପୁଟାର୍ ବାବିଲନ୍ !” ଜଗତେ କରିରଇବା ସବୁ ବେସିଆ କାମର୍ ଆରି କରାପ୍ କାମର୍ ଆୟା ତୁଇସେ ।
ସେ ବେସି ଆକ୍ମାରି କଇଲା, “ତାର୍ ଦସା ଅଇଲା ଆଚେ ! ସେ ବଡ୍ ବାବିଲନ୍ ମାଟିଲଗେ ମିସି ରୁନ୍ଚୁନା ଅଇଗାଲାବେ ! ସେଟା ଏବେ ମାଟିବିତ୍ରେ ତପିଅଇ ଗାଲାବେ ! ତାକେ ଏବେ ଡୁମାମନ୍ ଆରି ଅସୁକଲ୍ ଆତ୍ମାମନ୍ ବାଦାଦେଲାଇନି । ସବୁ ରକାମର୍ ଅସୁକଲ୍ ଆରି ଗିନ୍କର୍ବା ଚଡଇମନ୍ ତାର୍ ବିତ୍ରେ ବାସା ଅଇଆଚତ୍ ।