୧ ମ ପିତର୍ 5:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ସେନ୍ତାରିସେ ଏ ଦାଙ୍ଗ୍ଡାମନ୍, ତମେ ବଡ୍ଲକ୍ମନର୍ କାତା ମାନିକରିରୁଆ । ମନ୍ ବିତ୍ରେ ସୁଆଲ୍ ରଇ ଗଟେଲକ୍ ଆରି ଗଟେଲକ୍କେ ସେବା କରାକରି ଅଇରୁଆ । କାଇକେବଇଲେ ସାସ୍ତରେ ଲେକା ଅଇଲାଆଚେ ବଡ୍ପନ୍ ଅଇବା ଲକ୍ମନ୍କେ ପର୍ମେସର୍ ବିରଦ୍ କର୍ସି, ମାତର୍ ମନେ ମନେ ସୁଆଲ୍ ରଇବା ଲକ୍ମନ୍କେ ଦୟା ଦେକାଇସି । အခန်းကိုကြည့်ပါ။ |
ତମର୍ ମୁକିଅ ଲକ୍ମନର୍ କାତା ମାନିକରି ଆଦେସ୍ ଦେଲାଟା କରା । ସେମନ୍ ଜାଗୁଆଲ୍ମନର୍ ପାରା ନ ତାକିକରି ତମର୍ ଆତ୍ମାମନ୍କେ ଜତନ୍ କଲାନି । କାଇକେବଇଲେ ସେମନ୍କେ ତାକର୍ କରିରଇବା କାମ୍ ପର୍ମେସର୍ କେ ଇସାବ୍ ଦେବାକେ ପଡ୍ସି । ତମେ ଜଦି ତାକର୍ କାତା ମାନ୍ସା, ସେମନ୍ ସାର୍ଦା ସଙ୍ଗ୍ ସେବା କାମ୍ କର୍ବାଇ । ତମେ ତାକର୍ କାତା ନ ମାନ୍ଲେ, ସେମନ୍ ଦୁକ୍ ଅଇବାଇ । ତେବେ ତମ୍କେ କାଇ ସାଇଜ ନଏଁ ।