7 ତମର୍ ସବୁଜାକ ଚିନ୍ତା କର୍ବାଟା ପର୍ମେସର୍କେ ସର୍ପି ଦିଆସ୍, କାଇକେବଇଲେ, ସେ ତମ୍କେ ଜତନ୍ କଲାନି ।
ବଁଚ୍ବା ପାଇ ବଲି ନିଜେ ଚିନ୍ତାକରି ବିକଲ୍ ଅଇ ଜେ ତାର୍ କଣ୍ଡେକ୍ ମିସା ବଁଚ୍ବା ଦିନ୍ ପାର୍ସି କି ? ନାଇ ନାପାରେ ।
ବସ୍ତର୍ ପାଇ କାଇକେ ବିକଲ୍ ଅଇଲାସ୍ନି ? ଦେକା, ବନର୍ ପୁଲ୍ମନ୍ କେନ୍ତି ବଡ୍ଲାଇନି, ସେମନ୍ କାମ୍ଦାମ୍ କରତ୍ ନାଇ କି ନିଜର୍ ପାଇ ବସ୍ତର୍ ତିଆର୍ କରତ୍ ନାଇ,
ଏଟାର୍ ପାଇ କାଇଟା କାଇବି ? ଆରି କାଇଟା ପିଇବି ? ଆରି କାଇଟା ଅଡ୍ବି ବଲି ଚିନ୍ତା କରାନାଇ ।
ସେଡ୍କିବେଲେ ଜିସୁ ଡଙ୍ଗାର୍ ପଚ୍ ଚଟୁ ମାର୍ବା ଲଗେ ମଚ୍ଲା ମୁଣ୍ଡିସାକରି ସଇଦେଇ ରଇଲା । ସିସ୍ମନ୍ ତାକେ ଉଟାଇ କଇଲାଇ, “ଏ ଗୁରୁ, ଆମେ ବୁଡିଜିବୁବେ, ତମ୍କେ କାଇ ଚେତ୍ନା ନାଇ ?”
ଜିସୁ ନିଜର୍ ସିସ୍ମନ୍କେ କଇଲା, “ଏଟାର୍ପାଇ ମୁଇ ତମ୍କେ କଇଲିନି, କାଇଟା କାଇକରି ଜିବନ୍ ବଁଚାଉ ଆରି ଗାଗଡର୍ପାଇ କାଇଟା ପିନ୍ଦ୍ବୁ ବଲି ଚିନ୍ତା କରାନାଇ ।
ତେବର୍ପାଇ ତମେମନ୍ ଗଟେକ୍ ସାନ୍ ବିସଇ ମିସା କରିନାପାର୍ଲାସ୍ନି ବଇଲେ ବଡ୍ ବଡ୍ ବିସଇ କାଇକେ ଚିନ୍ତା କଲାସ୍ନି ?
ଜେ ବୁତି ମିଲବଲି ମେଣ୍ଡା ଚାରାଇସି, ସେ ମେଣ୍ଡାମନ୍କେ ଚାଡି ଉଟିଜାଇସି । କାଇକେବଇଲେ ସେ ମେଣ୍ଡାମନର୍ ପାଇ ଚିନ୍ତା ନ କରେ ।
କାଇ ବିସଇ ନେଇକରି ମିସା ଚିନ୍ତା କରି ଦାନ୍ଦା ଉଆନାଇ । ତାର୍ ବାଦୁଲେ ସବୁ ଗଟ୍ନା ଅଇଲା ବେଲେ, ତମ୍କେ ଜାଇଟା ଲଡା ଆଚେ, ସେ ବିସଇ ପର୍ମେସର୍କେ ଗୁଆରି କରା । ଆରି ପାର୍ତନା କଲାବେଲେ, ତାକେ ଦନିଅବାଦ୍ ମିସା ଦିଆସ୍ ।