୧ ମ ପିତର୍ 5:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ବିସ୍ବାସେ ଡାଟ୍ ରଇକରି ତାକେ ବିରଦ୍ କରା । ଗୁଲାଇ ଦୁନିଆଇ ରଇବା ତମର୍ ବିସ୍ବାସି ବାଇବଇନିମନ୍, ଏନ୍ତାରି ଦୁକ୍ କସ୍ଟ ପାଇ ମୁରଚ୍ଲାଇନି ବଲି ତମେ ଜାନିଆଚାସ୍ । အခန်းကိုကြည့်ပါ။ |
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।