୧ ତେସଲନିକିୟ 1:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ଜେଡେବେଲେ ଆମେ ତମ୍କେ ଏ ସୁବ୍ କବର୍ ଜାନାଇରଇଲୁ, ସେଟା ଅବ୍କା କାତାଇ ନ ରଇଲା, ମାତର୍ ସୁକଲ୍ଆତ୍ମାର୍ ବପୁ ସଙ୍ଗ୍ ଆରି ସେଟା ସତ୍ ବଲି ପୁରାପୁରୁନ୍ ବିସ୍ବାସର୍ ସଙ୍ଗ୍ ରଇଲା । ତମେ ଜାନାସ୍, ତମର୍ ସଙ୍ଗ୍ ରଇଲାବେଲେ ଆମେ କେନ୍ତି ରକାମେ ଜିଉନାକାଉନା କର୍ତେରଇଲୁ, ଜେନ୍ତିକି ତମର୍ ମଙ୍ଗଲ୍ ଅ ବଲି ଆମର୍ ବାବ୍ନା ରଇଲା । အခန်းကိုကြည့်ပါ။ |
ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ ।
ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।