୧ ତେସଲନିକିୟ 2:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ଜେନ୍ତାରି କି ଜନ୍ ସୁବ୍କବର୍ ଜାନାଇଲେ ଜିଉଦି ନଇଲା ଲକ୍ମନ୍କେ ମୁକ୍ତି ମିଲି ପାର୍ସି, ସେଟା ଚାଡି ଦେଅତ୍ ବଲି ଆମ୍କେ ସେମନ୍ ଚେସ୍ଟା କଲାଇନି । ଏନ୍ତାରି ସେମନ୍ କର୍ତେରଇବା ପାପ୍ ଅଦିକ୍ ଅଦିକ୍ ବଡିଜାଇକରି ସାରାସାରି ଆସି କେଟିଆଚେ । ଏବେ ସାରାସାରି ବେଲାଇ ସେମନର୍ ବିରୁଦେ ପର୍ମେସରର୍ ରିସା ଅଇଆଚେ । အခန်းကိုကြည့်ပါ။ |
ମାତର୍ ଏ ବାଇବଇନିମନ୍, ମୁଇ ଆଜିକେଜାକ ଜିଉଦି ନ ଅଇଲା ଲକ୍ମନ୍ ବିସ୍ବାସ୍ କଲେ ମିସା, ସୁନତ୍ କର୍ବାର୍ ଆଚେ ଆକା ବଲି ସିକାଇଲିନି ପନି । ମୁଇ ଏନ୍ତାରି ସିକାଇଲିନି ବଲି, କେତେକ୍ ଲକ୍ମନ୍ କଇବୁଲ୍ଲାଇନି । ସେନ୍ତାର୍ଆଲେ ମୁଇ ଏବେ ମିସା କାଇକେ ନିନ୍ଦା ପାଇଲିନି ? ତେବେ ମୁଇ କିରିସ୍ଟର୍ କୁରୁସ୍ ବିସଇ ଜାନାଇବାଟା ସୁନିକରି ଜିଉଦିଲକ୍ମନ୍ ରିସା ନ ଅଇତାଇ ।